ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ, କିଛି ଦିନ ଧରି ଥିଲେ ଅସୁସ୍ଥ

ନବରଙ୍ଗପୁର ୧୬।୨: ନିର୍ବାଚନ ପୂର୍ବରୁ ଜୀବନ ଯୁଦ୍ଧରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ

Read more