ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅସାମ୍ବିଧାନିକ ଭାବେ କ୍ଷୁର୍ଣ୍ଣ କରାଯାଉଛି: ସରପଞ୍ଚ ସଂଘ

ରାୟଗଡା: ରାୟଗଡା ଜିଲ୍ଲାର ଶତାଧିକ ସରପଞ୍ଚ ଗୁରୁବାର ଦିନ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ କରି ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅସାମ୍ବିଧାନିକ ଭାବେ କ୍ଷୁର୍ଣ୍ଣ କରାଯାଉଥିବା ନେଇ ଅଭିଯୋଗ କରିଥିଲେ।

Read more