ସାଇକେଲରେ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ସରପଞ୍ଚ ପ୍ରାର୍ଥୀ

ପିପିଲି: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ସୁଜନପୁର ପଞ୍ଚାୟତରେ ସରପଞ୍ଚ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଦାଖଲ ସମୟରେ ଦେଖିବାକୁ ମିଳିଛି ନିଆରା ଦୃଶ୍ୟ । ନା ଥିଲା ଗାଡ଼ି ମଟର

Read more