ଆସନ୍ତାକାଲି ଉଦଘାଟିତ ହେବ ନୂତନ ସଂସଦ ଭବନ, ଜାଣନ୍ତୁ କେତେବେଳେ କ’ଣ ହେବ

ନୂଆଦିଲ୍ଲୀ: ଆସନ୍ତାକାଲି ନୂତନ ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ | ବୈଦିକ ବିଧିବିଧାନ ଅନୁସାରେ ପୂଜା-ହୋମ କରାଯାଇ ସଂସଦ ଭବନର ଉଦଘାଟନ କରାଯିବ

Read more