ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କଲେ ସରକାର, ଅଧଘଣ୍ଟା ଅଧିକ ପାଠ ପଢ଼ିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର, ୩୧/୦୩: ରାଜ୍ୟର ବୃଦ୍ଧି ପାଇବାରେ ଲାଗିଛି ଗ୍ରୀଷ୍ମ ପ୍ରବାହ । ଏହାକୁ ଦୃଷ୍ଟିରେ ରଖି ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ସରକାର ଗତକାଲି ନିଷ୍ପତ୍ତି ନେଇଛନ୍ତି

Read more