ସ୍କ୍ରବ୍ ଟାଇଫସ୍ : ପୁଣି ଦିନକରେ ସୁନ୍ଦରଗଡରୁ ୫ଆକ୍ରାନ୍ତ ଚିହ୍ନଟ; ୨୧୧ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ୍ । ଦିନକରେ ପୁଣି ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୧ରେ ପହଞ୍ଚିଛି

Read more