IPS ସ୍ତରରେ ବଡ଼ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ କରିଛନ୍ତି। ମୋଟ ଅଠର ଜଣ ଆଇପିଏସ ଅଧିକାରୀଙ୍କୁ ବଦଳି କରାଯାଇଛି।ଅଗ୍ନିଶମ ଡିଜି ହେଲେ ସୁଧାଂଶୁ ଷଡ଼ଙ୍ଗୀ

Read more