ବିମାନରେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଅଭିଯୁକ୍ତ ଶଙ୍କର ମିଶ୍ରା ଗିରଫ

 ଏୟାର ଇଣ୍ଡିଆରେ ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଅଭିଯୁକ୍ତ ଶଙ୍କର ମିଶ୍ରାଙ୍କୁ ବେଙ୍ଗାଲୁରୁରୁ ଗିରଫ କରାଯାଇଛି । ଗିରଫ ପରେ ତାଙ୍କୁ ଦିଲ୍ଲୀ ଅଣାଯାଇଛି ।

Read more