ଦୋକାନ ବାରଣ୍ଡାରୁ ଦୋକାନୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପୁଅ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ତ । ଦୋକାନ ବାରଣ୍ଡାରେ ଶୋଇଥିବା ବେଳେ ହତ୍ୟା କଲେ ଦୁର୍ବୃତ୍ତ । ବରଗଡ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ ବାର୍‌ଗୁଡ଼ା

Read more