ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ବିଜେଡି ପ୍ରାର୍ଥୀ ହେବେ ଶ୍ରୀମୟୀ ମିଶ୍ର: ମନ୍ତ୍ରୀ ଅଶୋକ ପଣ୍ଡା

ଭୁବନେଶ୍ୱରରୁ ଲଢିବେ ଶ୍ରୀମୟୀ ମିଶ୍ର । ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ଶ୍ରୀମୟୀ ମିଶ୍ର ବିଜେଡିରୁ ନିର୍ବାଚନ ଲଢିବା ନେଇ ମନ୍ତ୍ରୀ ଅଶୋକ ପଣ୍ଡା ଘୋଷଣା କରିଛନ୍ତି ।

Read more