ପ୍ରହଲ୍ଲାଦ ଦୋରା, ଉମେଶ ଚନ୍ଦ୍ର ସ୍ୱାଇଁ, ରାମରାୟ ମୁଣ୍ଡାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧।୧୨: ଆରମ୍ଭ ହୋଇଛି ବିଧାନସଭା ଶୀତକାଳୀନ ଅଧିବେଶନ । ଦିବଂଗତ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ହୋଇଛି । ଭିଡିଓ କନଫରେନ୍ସିଂରେ ଶୋକ ପ୍ରସ୍ତାବ

Read more