ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ରଥ ଉପରୁ ଅଣସେବକମାନଙ୍କୁ କଲେ ବାହାର

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ରଥ ଉପରୁ ଅଣସେବକମାନଙ୍କୁ ବାହାର କରିଥିବାର ଦେଖିବାକୁ ମିଳିଛି। ରଥ ଉପରୁ ସେମାନଙ୍କୁ ହାତ ଧରି ବାହାର

Read more