ପ୍ରତାପଙ୍କୁ ସୌମ୍ୟଙ୍କ କଡ଼ା ଜବାବ: ମୁଁ କାହିଁକି ଦଳ ଛାଡ଼ିବି? ମୁଁ ବିଜେଡ଼ିକୁ ଭଲ ପାଏ, ଦଳର ଦୋଷ ଦୁର୍ବଳତା ସୁଧାରିବା ପାଇଁ ଉଦ୍ୟମ କରୁଛି

ଭୁବନେଶ୍ବର: ‘‘ମୁଁ ବିଜେଡିରେ ରହି ଗର୍ବ ଅନୁଭବ କରେ। ମୋର ଦଳ ଛାଡିବାର ନାହିଁ।। ମତ କଣ ବଦଳେ ନାହିଁ, ତେବେ ଦଳ ବଦଳାଇବାରେ ଅସ୍ୱାଭାବିକତା କେଉଁଠି?

Read more