ଶ୍ରୀମନ୍ଦିର ପରିସରରେ ଅନୁଷ୍ଠିତ ହେବ ସୂର୍ଯ୍ୟଦେବଙ୍କ ରଥଯାତ୍ରା

ପୁରୀ :ଆଜି ଚୈତ୍ର ଶୁକ୍ଲ ଷଷ୍ଠୀ। ଶ୍ରୀମନ୍ଦିର ପରିସରରେ ଅନୁଷ୍ଠିତ ହେବ ସୂର୍ଯ୍ୟଦେବଙ୍କ ରଥଯାତ୍ରା ବା ସୌର ରଥଯାତ୍ରା। ଏହାକୁ ‘ଚୈତ୍ରଗୁଣ୍ଡିଚା’ ବା ‘ସୌର-ଗୁଣ୍ଡିଚା’ କୁହାଯାଏ। ଏଥିରେ

Read more