ଲଘୁଚାପ ବର୍ଷା ନେଇ ଏସ୍‌ଆରସି ପକ୍ଷରୁ ସତର୍କ ସୂଚନା ଜାରି: ୨୬ ଯାଏଁ ସମୁଦ୍ରକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ପରାମର୍ଶ

ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଏକ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟରୁ

Read more