ଜାନୁଆରି ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା: ୧୨ ତାରିଖରୁ ହୋମଯଜ୍ଞ ଆରମ୍ଭ

ପୁରୀ: ଆଗାମୀ ଜାନୁଆରି ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ହେବ। ଏହି ପ୍ରକଳ୍ପକୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି

Read more