ଆସନ୍ତାକାଲି ରାଜ୍ୟ ବିଜେପିର ନିର୍ବାଚନ କମିଟି ବୈଠକ

ଆସନ୍ତାକାଲି ବସିବ ରାଜ୍ୟ ବିଜେପି ନିର୍ବାଚନ କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶୁକ୍ରବାର ଅପରାହ୍ନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି

Read more