ବାଣୀବିହାର କ୍ୟାମ୍ପସରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ବାଣୀବିହାର କ୍ୟାମ୍ପସ ପରିସରରୁ ଯୁବକଙ୍କ ମୃତ ଦେହ ଉଦ୍ଧାର।ଝୁଲନ୍ତା ଅବସ୍ଥାରେ ମୃତ ଦେହକୁ ଜବତ କରାଯାଇଛି। ସହିଦନଗର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଛି। ମୃତକଙ୍କ ମିଳିଛି ପରିଚୟ।

Read more