ଜୁନରୁ ଅକ୍ଟୋବର ଆମ ପାଇଁ ଅଧିକ ଗୁରୁତ୍ୱପୂର୍ଣ୍ଣ’ ସବୁ ସ୍ତରରେ ପ୍ରସ୍ତୁତି ନେଇ ସମୀକ୍ଷା କରିବାକୁ ପଡ଼ିବ: ମୁଖ୍ୟମନ୍ତ୍ରୀ

ସମସ୍ତ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ପାଇଁ ଆମକୁ ସଜାଗ ରହିବାକୁ ପଡ଼ିବ । ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକରେ ଅଧ୍ୟକ୍ଷତା କରି ଏହା କହିଛନ୍ତି

Read more