ସୋଆ ଭେଟେରିନାରୀ ହସ୍ପିଟାଲ୍‌ରେ ସଫଳ ଅସ୍ତ୍ରୋପଚାର; ଲାବ୍ରାଡର୍‌ର ମୂତ୍ରାଶୟରୁ ବାହାରିଲା ୫୦ ଗ୍ରାମ ରୁ ଅଧିକ ଓଜନର ଷ୍ଟୋନ୍‌

ଭୁବନେଶ୍ୱର : ଏକ ଧଳା ଲାବ୍ରାଡରର ମୂତ୍ରାଶୟ ଏବଂ ପରିସ୍ରାନଳୀରୁ ଅସ୍ତ୍ରୋପଚାର ଜରିଆରେ ବହୁ ପରିମାଣର ପଥର ବାହାର କରାଯାଇଛି । ଓଡ଼ିଶାରେ ପ୍ରଥମ ଥର ପାଇଁ

Read more