ଜନ୍ମ ଜୟନ୍ତୀରେ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି: ଇଣ୍ଡିଆ ଗେଟ୍‌ ନେତାଜୀଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୨୩/୦୧: ଇଣ୍ଡିଆ ଗେଟ୍‌ରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ହୋଲୋଗ୍ରାମ୍‌ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି । ନେତାଜୀ ଜୟନ୍ତୀ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର

Read more