ରତ୍ନଭଣ୍ଡାର ଖୋଲିବାକୁ ଗଜପତି ମହାରାଜଙ୍କୁ ଚିଠି ଲେଖିଲେ ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ

 ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବାକୁ ଗଜପତି ମହାରାଜଙ୍କୁ ଚିଠି । ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ସୁଦର୍ଶନ ପଟ୍ଟନାୟକ ଗଜପତି ମହାରାଜଙ୍କୁ ଚିଠି ଲେଖି ନିବେଦନ କରିଚନ୍ତି।

Read more