ସମ ଅଲ୍ଟିମେଟ୍‌ ମେଡିକେୟାରର ଉଦ୍‌ଘାଟନ କଲେ ଅମିତ ଶାହ

ଭୁବନେଶ୍ୱରରେ ଲୋକାର୍ପିତ ହୋଇଛି ଅତ୍ୟାଧୁନିକ ସୁପର ସ୍ପେସାଲିଟି ଡାକ୍ତରଖାନା ସମ୍‌ ଅଲ୍ଟିମେଟ୍‌ ମେଡିକେୟାର୍‌ ‘ସମ୍ମମ୍‌’ । ଏହାର ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ।

Read more