ସମ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଭୁବନେଶ୍ୱର,  ୨୯/୧୦:  ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି। ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି

Read more