ମେ ୨୨ରୁ ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ

କଟକ : ଓଡ଼ିଶା ହାଇକୋର୍ଟରେ ମେ ୨୨ ତାରିଖରୁ ଗ୍ରୀଷ୍ମ ଅବକାଶ ଆରମ୍ଭ ହେଉଛି। ମେ ୨୨ରୁ ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ।

Read more