ସୁନ୍ଦରଗଡ଼ ମେଡିକାଲ କଲେଜ ଓ ହସ୍ପିଟାଲକୁ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର

ସୁନ୍ଦରଗଡ଼: ଜିଲ୍ଲାବାସୀଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ନିର୍ମାଣ କରାଯାଇଥିବା ମେଡିକାଲ କଲେଜ ଓ ହସ୍ପିଟାଲକୁ ଏନ.ଟି.ପି.ସି କର୍ତ୍ତୃପକ୍ଷ ରାଜ୍ୟ ସରକାରଙ୍କୁ ହସ୍ତାନ୍ତର କରିଛନ୍ତି ।

Read more