ମଧ୍ୟାନ୍ନ ଭୋଜନରେ ପିଲାଙ୍କୁ ଅଣ୍ଡା ବନ୍ଦ ଲାଗି ନିର୍ଦେଶ ଦିଆଯାଇ ନାହିଁ: ରାଜ୍ୟ ନୋଡାଲ ଅଫିସର

ଭୁବନେଶ୍ବର: ଏପର୍ଯ୍ୟନ୍ତ ମଧ୍ୟାନ୍ନ ଭୋଜନରେ ପିଲାଙ୍କୁ ଅଣ୍ଡା ବନ୍ଦ ଲାଗି ନିର୍ଦେଶ ନାହିଁ ବୋଲି ରାଜ୍ୟ ନୋଡାଲ ଅଫିସର,ପିଏମ ପୋଷଣ(ମଧ୍ୟାନ୍ନ ଭୋଜନ) ରଘୁରାମ ଆର. ଆୟର କହିଛନ୍ତି।

Read more