ମହାପ୍ରଭୁଙ୍କ ଦର୍ଶନ କରି ଭାବବିହ୍ୱଳ ହୋଇପଡ଼ିଲେ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି

ପୁରୀ: ସୁପ୍ରିମକୋର୍ଟଙ୍କ ପ୍ରଧାନ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼ ଆଜିଠାରୁ ଦୁଇଦିନିଆ ଓଡ଼ିଶା ଗ୍ରସ୍ତରେ ଆସିଛନ୍ତି। ଏହି ଗସ୍ତର ପ୍ରଥମ ଦିନରେ ସେ ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି।

Read more