ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ପାଇଁ ରୋକଠୋକ ମନା କରିଦେଲେ ସୁପ୍ରିମକୋର୍ଟ

ସମ୍ବଲପୁରରେ ଆଇନଜୀବୀଙ୍କ ଆନ୍ଦୋଳନ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଡ଼ା ଟିପ୍ପଣୀ । ଯେତେ ସୁରକ୍ଷା ଦରକାର ସେତିକି ମୁତୟନ କରିବାକୁ ଓଡ଼ିଶା ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।

Read more