ସମଲିଙ୍ଗୀ ବିବାହକୁ ଆଇନଗତ ସ୍ୱୀକୃତି ମାମଲା : ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ

ସମଲିଙ୍ଗୀ ବିବାହକୁ ଆଇନଗତ ସ୍ୱୀକୃତି ମାମଲାର ଆଜି ଶୁଣାଣି କରିବେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ ।

Read more