ବିଧାନସଭାରେ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତଙ୍କୁ ସୁର ରାଉତରାୟଙ୍କ ପ୍ରଶଂସା

କିଟ ବିଶ୍ୱବିଦ୍ୟାଳୟର ପଦକ୍ଷେପକୁ ପୁଣିଥରେ ପ୍ରଶଂସା କଲେ ବରିଷ୍ଠ ବିଧାୟକ ସୁରେଶ ରାଉତରାୟ। ଆଞ୍ଚଳିକ ବିକାଶ ଓ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବାରେ ବିଶ୍ୱବିଦ୍ୟାଳୟକୁ ପ୍ରଶଂସା କରିଛନ୍ତି

Read more