ସାତ ଦିନ ପରେ ସରୁଛି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର : ସାତ ଦିନ ପରେ ସରୁଛି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ । ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ?

Read more