ଚିକିତ୍ସା କ୍ଷେତ୍ରରେ ଟେଲିମେଡିସିନ୍ ଓ ଆର୍ଟିଫିସିଆଲ୍ ଇଂଟେଲିଜେନ୍ସ ହିଁ ଭବିଷ୍ୟତ ନିର୍ଦ୍ଧାରଣ କରିବ

ଭୁବନେଶ୍ୱର, ଏପ୍ରିଲ୍ ୧୩: ଅପହଂଚ ଇଲାକା ଯେଉଁଠାରେ ସ୍ୱାସ୍ଥ୍ୟ ସେବା ଠିକ୍ ଭାବେ ପହଂଚିପାରୁନି ସେଠାରେ ଟେଲିମେଡିସିନ୍ ହିଁ ଜନସାଧାରଣଙ୍କର ଚିକିତ୍ସା କ୍ଷେତ୍ରରେ ସହାୟକ ହୋଇପାରିବ ।

Read more