ଆଉ ଶୁଭିବନି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ଡାଇଲଗ

ଭୁବନେଶ୍ୱର,୨୧/୭: ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ରଙ୍କ ପରଲୋକ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ଦେହାନ୍ତ ହୋଇଛି। କ୍ୟାନ୍ସରେ ପୀଡିତ

Read more