ଭୋଟ୍ ବେଳେ ୨ ଗୋଷ୍ଠୀ ମୁହାଁମୁହିଁ, ବୁଥ୍‌ ବାହାରେ ପୋଲିସ ମୁତୟନ

ଜଗତସିଂହପୁର ୨୪।୦୩ : ଭୋଟ ଗ୍ରହଣ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଜଗତସିଂହପୁର ପୌରାଞ୍ଚଳ ୧୯ ନମ୍ବର ଓ୍ୱାର୍ଡ ୩୦ ନମ୍ବର ବୁଥରେ ଉତ୍ତେଜନା ଦେଖାଦେଇଛି

Read more