ଥାଲାସିମିଆ: କାରଣ, ପ୍ରତିକାର

”ଥାଲାସିମିଆ ରୋଗୀର କମିଯାଏ ହେମୋଗ୍ଲୋବିନ୍‌ର ମାତ୍ରା ଓ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା। ଲୋହିତ ରକ୍ତକୋଷିକାଗୁଡ଼ିକ ଛୋଟଛୋଟ ହୋଇଯାଆନ୍ତି। ନର୍ମୋବ୍ଲାଷ୍ଟ ନାମକ ଅବିକଶିତ ଲୋହିତ ରକ୍ତକୋଷିକାଗୁଡ଼ିକର ସଂଖ୍ୟା ବଢ଼ିଯାଏ।

Read more