ଆଜି ଭାରତ- ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଦିନିକିଆ

ଆଜି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ଦ୍ୱିତୀୟ ଦିନିକିଆ ମ୍ୟାଚ୍ । ବିଶାଖାପାଟଣାରେ ଖେଳାଯିବାକୁୁ ଥିବା ଏହି ମ୍ୟାଚରେ ନିୟମିତ ଅଧିନାୟକ ରୋହିତ ଶର୍ମାଙ୍କୁ ଦେଖିବାକୁ ମିଳିବ ।

Read more