ନିୟନ୍ତ୍ରଣ ହରାଇ ପୋଲ ତଳୁ ଖସିଲା ବରଯାତ୍ରୀ ଗାଡି, ବର ସମେତ ୯ମୃତ

କୋଟା ୨୦।୦୨: ପୋଲ ତଳକୁ ଖସିଲା ବରଯାତ୍ରୀ ଗାଡି। ଏଭଳି ଏକ ବଡ଼ ଦୁର୍ଘଟଣା ଘଟିଛି ରାଜସ୍ଥାନର କୋଟାରେ । ଚାମ୍ବଲ ନଦୀରେ ଖସିପଡିଛି ଏକ ବରଯାତ୍ରୀ ଗାଡି

Read more