ରାସ୍ତା କଡକୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ

ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ

Read more