ଭାରସାମ୍ୟ ହରାଇ ଗଛକୁ ପିଟିହେଲା କାର, ୩ ମୃତ

ପୁଣି ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହାରଇ ଗଛକୁ ପିଟିଲା କାର, ୩ ମୃତ। ନବରଙ୍ଗପୁର ଜିଲ୍ଲା ଉମରକୋଟ-ଝରିଗାଁ ରାସ୍ତାର ବାସିନୀ ଛକରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା।

Read more