ଆମେ ଓଡିଆ, ଓଡିଆ ଆମ ଭାଷା, ଆମ ପରିଚୟ । ଓଡିଆ ଭାଷାର ଭବିଷ୍ୟତ ଉଜ୍ଜ୍ୱଳ ହେବ । ସରକାର ସ୍ୱତନ୍ତ୍ର ଭାଷା ନୀତି ପ୍ରସ୍ତୁତ କରିବେ : ନବୀନ ପଟ୍ଟନାୟକ

ଉଦଘାଟିତ ହେଇଛି ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଜନତା  ମୈଦାନରେ ଏହାର ଉଦଘାଟନ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ

Read more