ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କଲେ ହାଇକୋର୍ଟ

ଓଡିଶା ହାଇକୋର୍ଟରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କରି ଦେଇଛନ୍ତି ହାଇକୋର୍ଟ। ବାଲେଶ୍ଵର ସାଂସଦ ମିଥ୍ୟା ଓ ଅସମ୍ପୂର୍ଣ୍ଣ ସତ୍ୟପାଠ

Read more