ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ, ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି

ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ,

Read more