ବିଧାନସଭାରେ ଉପସ୍ଥାପିତ ହେଲା ରାଜ୍ୟ ବଜେଟ୍: ମୋଟ ବ୍ୟୟ ୧ଲକ୍ଷ ୬ ହଜାର ୪୯୭ କୋଟି

ଭୁବନେଶ୍ଵର ୩୦।୦୩: ରାଜ୍ୟ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ବୁଧବାର ବିଧାନସଭାରେ କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି। ବଜେଟ୍ ଉପସ୍ଥାପନ କରି ଅର୍ଥ ମନ୍ତ୍ରୀ କହିଛନ୍ତି ଯେ, ରୁଷିଆ-ୟୁକ୍ରେନ

Read more