ଏସସିବିକୁ ସଂଯୋଗ କରୁଥିବା ତାଳଦଣ୍ଡାର ଦୁଇ ପାର୍ଶ୍ବରେ ତିନି ଥାକିଆ ରାସ୍ତା ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍‌ଘାଟିତ

କଟକ, ୧୦/୧୦: କଟକ ସହର ରୂପାନ୍ତରୀକରଣ ପ୍ରକ୍ରିୟାର ପ୍ରଥମ ପାହାଚ ସ୍ବରୂପ ଆଜି ଶ୍ରୀରାମଚନ୍ଦ୍ରଭଂଜ ମେଡିକାଲ କଲେଜକୁ ସଂଯୋଗ କରୁଥିବା ରାସ୍ତା ଜୋବ୍ରାରୁ ରାଣୀହାଟ ପର୍ଯ୍ୟନ୍ତ ତାଳଦଣ୍ଡା

Read more