ଲଘୁଚାପ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇ ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁହେବ; ଓଡ଼ିଶାରେ ବାତ୍ୟାର ପ୍ରଭାବ ପଡ଼ିବ ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସଦୃଶ ଲଘୁଚାପ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ

Read more