ଏବର୍ଷ ହେବନି ପ୍ରସିଦ୍ଧ ବାଲିଯାତ୍ରା

କରୋନା ପାଇଁ ବାଲିଯାତ୍ରା ଉପରେ କଟକଣା। ଚଳିତ ବର୍ଷ କଟକରେ ହେବ ନାହିଁ ପ୍ରସିଦ୍ଧ ବାଲିଯାତ୍ରା। କୋଭିଡ ସ୍ଥିତିକୁ ନେଇ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି।

Read more