ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ : ରତ୍ନ ସିଂହାସନ ଛାଡି ରଥକୁ ଆସିବେ ଶ୍ରୀଜିଉ

ଆଜି ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା । ସୁସଜ୍ଜିତ ହୋଇଛି ଶ୍ରୀମନ୍ଦିର । ତିନି ଠାକୁରଙ୍କ ଅପେକ୍ଷାରେ ତିନି ରଥ । ନନ୍ଦିଘୋଷ, ତାଳଧ୍ୱଜ, ଦର୍ପଦଳନ ରଥ ପ୍ରସ୍ତୁତ

Read more