ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ବାହାରିଲା ଗତକାଲି ରାତିର ଅଭଡା କୁଡୁଆ, ତିନି ଘଣ୍ଟା ବିଳମ୍ବରେ ମହାପ୍ରଭୁଙ୍କ ନୀତିକାନ୍ତି

ତୁଟିଲା ସୁଆର ଓ ମହାସୁଆର ସେବାୟତଙ୍କ ବିବାଦ । ଶେଷରେ ଶ୍ରୀମନ୍ଦିର ଭୋଗ ମଣ୍ଡପରୁ ବାହାରିଲା ଗତକାଲି ରାତିର ଶତାଧିକ ଅଭଡା କୁଡୁଆ । କିନ୍ତୁ ବିବାଦ

Read more