ବରଗଡ଼ ଜିଲ୍ଲାରେ ‌ହେବ ୩ଟି ବୃହତ୍ ସେତୁ; ୩୯ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୭.୨୫ ଲକ୍ଷ ଲୋକ

ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା

Read more